Masthead

ବାହାନଗା ଟ୍ରେନ ଟ୍ରାଜେଡି, ଅଭିଯୁକ୍ତଙ୍କ ରିମାଣ୍ଡର ତୃତୀୟ ଦିନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବାହାନଗା ଟ୍ରେନ ଟ୍ରାଜେଡି । ଗିରଫ ଅଭିଯୁକ୍ତଙ୍କ ରିମାଣ୍ଡର ତୃତୀୟ ଦିନ । ଗତକାଲି ଚନ୍ଦକା ଥାନାରେ ଅଭିଯୁକ୍ତଙ୍କୁ ପଚରାଉଚରା କରିଥିଲା ସିବିଆଇ । ସିନିୟର ସେକ୍ସନ ଇଞ୍ଜିନିୟର ଅରୁଣ କୁମାର ମହାନ୍ତ, ସେକ୍ସନ ଇଞ୍ଜିନିୟର ଅମିର ଖାଁ, ଟେକ୍ନିସିଆନଙ୍କୁ ପପୁ କୁମାରଙ୍କୁ ଗିରଫ କରି ଜେରା କରୁଛି ସିବିଆଇ । ଆଉ ଜଣେ ରେଳ କର୍ମଚାରୀଙ୍କୁ ସିବିଆଇ ସମନ କରିଥିବା ମଧ୍ୟ ସୂଚନା ମିଳିଛି । ଦୁର୍ଘଟଣା କେମିତି ହେଲା? ସିଗନାଲରେ କାହିଁକି ତ୍ରୁଟି ଦେଖା ଦେଇଥିଲା? ଦୁର୍ଘଟଣା ପଛରେ କିଛି ଷଡ଼ଯନ୍ତ୍ର ରହିଛି କି? ନା ଅବହେଳାରୁ ଦୁର୍ଘଟଣା ଘଟିଛି ଏହି ସବୁ ଦିଗ ଉପରେ ତଦନ୍ତ କରୁଛି ସିବିଆଇ । ଅବହେଳା ଓ ପ୍ରମାଣ ନଷ୍ଟର ଦଫା ଲଗାଇଛି ସିବିଆଇ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା