Masthead

ବନ୍ୟାରେ ଭାସିଗଲେ ଯବାନ, ଏଯାଏଁ ମିଳୁନି ପତ୍ତା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ବର୍ଷାରେ ରାଜଧାନୀ ଦିଲ୍ଲୀ ବେହାଲ । ଜାମ୍ମୁ କାଶ୍ମୀରର ପୁଞ୍ଚରେ ଘଟିଛି ଅଘଟଣ । ବର୍ଷା ଯୋଗୁଁ ପୋଷାନା ନଦୀରେ ଅଚାନକ ବନ୍ୟା ଆସିବାରୁ ଭାସିଯାଇଛନ୍ତି ଦୁଇ ଯବାନ । ଉଦ୍ଧାର ପାଇଁ ଲାଗିପଡ଼ିଛନ୍ତି ସେନା, ପୋଲିସ ଓ ଏନଡିଆରଏଫ ଟିମ । ଏପର୍ଯ୍ୟନ୍ତ ଜାରି ରହିଛି ସର୍ଚ୍ଚ ଅପରେସନ । ତଥାପି ଏ ଯାଏଁ ମିଳିନାହିଁ ପତ୍ତା ।

ସେପଟେ ଜମ୍ମୁର ବିଭିନ୍ନ ସ୍ଥାନ, ପୂର୍ବ ରାଜସ୍ଥାନ, ହରିୟାଣା, ଚଣ୍ଡିଗଡ଼, ଦିଲ୍ଲୀ ଓ ପଞ୍ଜାବରେ ବର୍ଷା ଜାରି ରିହଛି । କେଦାରନାଥରେ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ ଭୂସ୍ଖଳନ ହୋଇଛି । ସେପଟେ ଉଦ୍ଧାମପୁରରେ ପ୍ରବଳ ବର୍ଷାରୁ ଭୂସ୍ଖଳନ ହୋଇଛି। ଫଳରେ ଜାମ୍ମୁ-ଶ୍ରୀନଗର ଜାତୀୟ ରାଜପଥ ବନ୍ଦ ହୋଇଯାଇଛି। ଏହି ଜାତୀୟ ରାଜପଥରେ ଅଟକି ରହିଛି ହଜାର ହଜରା ସଂଖ୍ୟା ଗାଡ଼ି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି