Masthead

କିଛି ଲୋକଙ୍କୁ ବିଶ୍ୱାସ କରି ମୁଁ ଭୁଲ କରିଛି : ଶରଦ ପାୱାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ର ରାଜନୀତିରେ ହଟଚମଟ ପରେ ୨୪ ବର୍ଷର ଏନସିପି ଦଳକୁ ସଦୃଢ କରିବା ପାଇଁ ଆରମ୍ଭ ହୋଇଛି ଜୋରଦାର ପ୍ରୟାସ । ବରିଷ୍ଠ ଏନସିପି ନେତା ଶରଦ ପାୱାର ଆଜି ଠାରୁ ରାଜ୍ୟବ୍ୟାପି କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି । ଏହିକ୍ରମରେ ପାୱାର ବିଭିନ୍ନ ଜିଲ୍ଲା ବୁଲିବେ। ଆଜି ସେ ଦଳର ବିଦ୍ରୋହୀ ନେତା ଏବଂ ତାଙ୍କ ଘନିଷ୍ଠ ସହଯୋଗୀ ଛଗନ ଭୁଜବଳଙ୍କ ନିର୍ବାଚନ ମଣ୍ଡଳୀ ନାଶିକ ଜିଲ୍ଲାର ୟେବଲାରେ ରାଲି କରିଛନ୍ତି ।  ରାଲିରେ ଶରଦ ପାୱାର କହିଛନ୍ତି, ଅଜିତ ପାୱାରଙ୍କ ସହ ଯାଇଥିବା ସମସ୍ତ ଏନ୍‌ସିପି ନେତାଙ୍କୁ ଅଯୋଗ୍ୟ ଘୋଷଣା କରାଯିବ। କିଛି ଲୋକଙ୍କୁ ବିଶ୍ବାସ କରି ମୁଁ ଭୁଲ୍ କରିଦେଇଛି। କିନ୍ତୁ ଏହି ଭୁଲ୍ ମୁଁ ଆଉ ଦୋହରାଇବିନି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ