Masthead

ବାହାନଗା ଟ୍ରେନ ଟ୍ରାଜେଡି, ଷ୍ଟେସନ ମାଷ୍ଟରଙ୍କୁ ସିବିଆଇର ସମନ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବାହାନଗା ଟ୍ରେନ ଟ୍ରାଜେଡିରେ ସିବିଆଇର ସମନ । ଷ୍ଟେସନ ମାଷ୍ଟରଙ୍କୁ ସମନ କରିଛି ସିବିଆଇ । ଭୁବନେଶ୍ୱର ସିବିଆଇ ଅଫିସରେ ହାଜର ହେବାକୁ ସମନ କରାଯାଇଛି । ପୂର୍ବରୁ ୩ଜଣଙ୍କୁ ଗିରଫ କରି ଜେରା କରୁଛି ସିବିଆଇ । ଗିରଫ ରେଳ କର୍ମଚାରୀମାନେ ହେଲେ, ସିନିଅର ସେକ୍ସନ ଇଂଜିନିୟର ଅରୁଣ କୁମାର ମହାନ୍ତ, ସେକ୍ସନ ଇଂଜିନିୟର ମହମ୍ମଦ ଅମିର ଖାନ୍ ଏବଂ ଟେକ୍ନିସିଆନ ପପୁ କୁମାର ।

୩ ଅଭିଯୁକ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ନେଇ ପଚରାଉଚରା କରୁଛି ସିବିଆଇ । ତିନି ଜଣଙ୍କ ବିରୋଧରେ ଆଇପିସି ଧାରା ୩୦୪ ଏବଂ ୨୦୧ ଲାଗିଛି । ଦୁର୍ଘଟଣା କେମିତି ହେଲା? ସିଗନାଲରେ କାହିଁକି ତ୍ରୁଟି ଦେଖା ଦେଇଥିଲା? ଦୁର୍ଘଟଣା ପଛରେ କିଛି ଷଡ଼ଯନ୍ତ୍ର ରହିଛି କି? ନା ଅବହେଳାରୁ ଦୁର୍ଘଟଣା ଘଟିଛି । କାରଣ ଖୋଜୁଛି ସିବିଆଇ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଧୀରଜ ସେଠ ହେଲେ ସ୍ଥଳ ସେନାମୁଖ୍ୟ 🔴 ଥାର୍ ପରେ ଗନ କେଳେଙ୍କାରୀ, ସିଏଜି ଧରିଲେ ଦୁର୍ନୀତି 🔴 ମୋଦୀ ଡ଼କାଇଲେ ବୈଠକ ମନ୍ତ୍ରୀଙ୍କ ଛାତି ଧଡ଼ଧଡ଼ 🔴 ମାର୍କେଟ ବିଲ୍ଡିଂରେ ଭୟଙ୍କର ଅଗ୍ନିକାଣ୍ଡ 🔴 ବର୍ଷାରେ ଭିଜିଲା ଟ୍ୱିନ୍ ସିଟି 🔴 ବର୍ତ୍ତମାନ ସିବିଏସଇ ଛାତ୍ରଛାତ୍ରୀ ପଢିବେ ତିନୋଟି ଭାଷା 🔴 ୬୫ ବର୍ଷରେ ଫାଶୀ ଦଣ୍ଡ 🔴 ଜ୍ୱରରେ କମ୍ପିବେ ଜଗତନାଥ 🔴 ଭକ୍ତଙ୍କୁ କୋଳେଇ ନେବାକୁ ଆସିଛନ୍ତି ମହାବାହୁ 🔴 ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗିବ ସେନାପଟା ବାହୁଟ 🔴 ଧୀରଜ ସେଠ ହେଲେ ସ୍ଥଳ ସେନାମୁଖ୍ୟ 🔴 ଥାର୍ ପରେ ଗନ କେଳେଙ୍କାରୀ, ସିଏଜି ଧରିଲେ ଦୁର୍ନୀତି 🔴 ମୋଦୀ ଡ଼କାଇଲେ ବୈଠକ ମନ୍ତ୍ରୀଙ୍କ ଛାତି ଧଡ଼ଧଡ଼ 🔴 ମାର୍କେଟ ବିଲ୍ଡିଂରେ ଭୟଙ୍କର ଅଗ୍ନିକାଣ୍ଡ 🔴 ବର୍ଷାରେ ଭିଜିଲା ଟ୍ୱିନ୍ ସିଟି 🔴 ବର୍ତ୍ତମାନ ସିବିଏସଇ ଛାତ୍ରଛାତ୍ରୀ ପଢିବେ ତିନୋଟି ଭାଷା 🔴 ୬୫ ବର୍ଷରେ ଫାଶୀ ଦଣ୍ଡ 🔴 ଜ୍ୱରରେ କମ୍ପିବେ ଜଗତନାଥ 🔴 ଭକ୍ତଙ୍କୁ କୋଳେଇ ନେବାକୁ ଆସିଛନ୍ତି ମହାବାହୁ 🔴 ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗିବ ସେନାପଟା ବାହୁଟ