Masthead

ମନ୍ତ୍ରୀଙ୍କ ଘର ଗେଟ୍ ଆଗରେ ପରିବା ପଲିଥିନ ଟାଙ୍ଗି କଂଗ୍ରେସର ପ୍ରତିବାଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆକାଶ ଛୁଆଁ ହୋଇଛି ପରିବା ଦର । ଖାଉଟିଙ୍କ ହାଣ୍ଡିଶାଳରେ ହୋଇଛି ମାଡ଼ । ମନ୍ତ୍ରୀଙ୍କ ଘର ଆଗରେ ପ୍ରତିବାଦ କରିଛି ଛାତ୍ର କଂଗ୍ରେସ । ଦରଦାମ ବୃଦ୍ଧିକୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛି କଂଗ୍ରେସ । କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଘର ଗେଟ୍ ଆଗରେ ପରିବା ପଲିଥିନ ଟାଙ୍ଗି ପ୍ରତିବାଦ କରିଛି ।

ମନ୍ତ୍ରୀଙ୍କ ଘର ଆଗରେ ପରିବା ବିକ୍ରି କରିଛି କଂଗ୍ରେସ । ଟମାଟୋ କିଲୋ ୫୦, ବାଇଗଣ ୩୦, ପୋଟଳ ୫୦, ଅଦା ୭୦, ବିନ୍ସ ୫୦, ଲଙ୍କା ୫୦ , ସାରୁ କିଲୋ ପିଛା ୩୦ ଟଙ୍କାରେ ବିକ୍ରି କରିଛି କଂଗ୍ରେସ। ପରିବା ବିକ୍ରି ଏହି ପରିବା କିଣିବା ପାଇଁ ଗ୍ରାହକଙ୍କ ଭିତରେ ଗହଳି ବି ଦେଖିବାକୁ ମିଳିଛି। ସେପଟେ ଛାତ୍ର କଂଗ୍ରେସ ସଭାପତି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଦରଦାମ ପ୍ରସଙ୍ଗରେ କଡ଼ା ସାମଲୋଚନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା