Masthead

ପଥର ବ୍ଲାଷ୍ଟିଂରୁ ଅଳ୍ପକେ ବର୍ତ୍ତିଲେ ଗ୍ରାମବାସୀ

ସାହାରପଡା(ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲା ପାଟଣା ଥାନା ଟାଙ୍ଗରପଡା ପଞ୍ଚାୟତ ଅଙ୍କୁରା ଗାଁରେ ଅଘଟଣ । ଗାଁ ରେ ଥିବା ଏକ ଠିକା ସଂସ୍ଥାର ପଥର କ୍ରସର ବ୍ଲଷ୍ଟିଂ ବେଳେ ଘର ଉପରକୁ ଛିଟି ପଡିଲା ପଥର ଖଣ୍ଡ । ବ୍ଲାଷ୍ଟିଂରେ ଅନେକଙ୍କ ଘର ଭାଙ୍ଗିବା ସହ ସ୍ଥାନୀୟ ବିଦ୍ୟାଳୟର କିଛି ଅଂଶ ଭାଙ୍ଗିଥିବା ସୂଚନା । ତେବେ ଏହି ଘଟଣାକୁ ନେଇ ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇବା ସହ ଦୁର୍ଗା କ୍ରସରରେ କାର୍ଯ୍ୟରତ ୨ କର୍ମଚାରୀ ଅଟକ । ଠିକା ସଂସ୍ଥା ବିରୋଧରେ ପାଟଣା ଥାନାରେ ଲିଖିତ ଅଭିଯୋଗ କଲେ ଗ୍ରାମବାସୀ । ଖଣିରେ ବ୍ଲାଷ୍ଟିଂ ବନ୍ଦ ନକଲେ କ୍ରସର ଚଳାଇ ଦେବୁନାହିଁ ଜିଦରେ ଅଡି ବସିଛନ୍ତି ଗ୍ରାମବାସୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା