Masthead

ପିଜିଆଇ ରିପୋର୍ଟ ପରେ ରାଜନୀତିରେ ଝଡ଼

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପିଜିଆଇ ରିପୋର୍ଟ ଖୋଲିଦେଇଛି ରାଜ୍ୟରେ ଶିକ୍ଷା ବ୍ୟବସ୍ଥାର ସ୍ଥିତି । ୧୦ରୁ ଖସି ୨୪ରେ ପହଂଚିଛି । ଏହାକୁ ନେଇ ଆରମ୍ଭ ହୋଇଛି ରାଜନୀତି । ବିରୋଧୀ କଂଗ୍ରେସ ଓ ବିଜେପି ରାଜ୍ୟ ସରକାରଙ୍କୁ ଘେରିଥିବା ବେଳେ ବିଜେଡି ଦେଇଛି ଉତ୍ତର । ରାଜ୍ୟରେ ଦୟନୀୟ ଶିକ୍ଷା ବ୍ୟବସ୍ଥା । ଜାତୀୟ ସ୍ତରରେ ଓଡ଼ିଶାର ସ୍ଥାନ ୨୪ । ଶିକ୍ଷା ପ୍ରତି ରାଜ୍ୟ ସରକାର ଗୁରୁତ୍ୱ ଦେଉନାହାନ୍ତି । ୨୩ ବର୍ଷରେ ଶିକ୍ଷାର ବିକାଶ ହୋଇନାହିଁ ।

ପିଜିଆଇ ଫାଇନାଲ ରିପୋର୍ଟ ଆସିବା ପରେ ରାଜ୍ୟ ସରକାର ମନ୍ତ୍ରୀଙ୍କୁ ବଦଳେଇଛନ୍ତି ବୋଲି ବିଜେପି ଅଭିଯୋଗ କରିଛି । ୫ଟି ଅଧୀନକୁ ଏଜୁକେସନ ଆସିବା ପରେ ବିରୋଧୀ ଭୟଭୀତ । ଓଡ଼ିଶାର ରିପୋର୍ଟ କେନ୍ଦ୍ରରେ ପରିବର୍ତ୍ତନ କରାଯାଉଛି । ବିରୋଧୀ ସ୍ଥିତି ଅନୁଧାନ କଲେ ଜାଣିପାରିବେ ପ୍ରକୃତ ବାସ୍ତବତା ବୋଲି ବିଜେଡି କହିଛି । ଓଡ଼ିଶାର ପ୍ରଗତି କେନ୍ଦ୍ର ମାପୁଛି । ଏଣେ ରାଜ୍ୟରେ ଚାଲିଛି କାଦୁଆ ଫିଙ୍ଗା ରାଜନୀତି । ବାସ୍ତବତା କ’ଣ କାହାକୁ ଅଛପା ନାହିଁ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ! 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ!