Masthead

ଦଳ ଛାଡିଲେ ଆଉ ଜଣେ ବିଧାୟକ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ):  ମହାରାଷ୍ଟ୍ରରେ ଲାଗି ରହିଛି ରାଜନୈତିକ ଉଷ୍ମତା । ଘଡିକେ ବଦଳୁଛି ରାଜନୀତିର ପାଣିପାଗ । ପୁଣି ଥରେ ଶରଦ ପାୱାର ଦଳକୁ ଆଉ ଲାଗିଛି ଆଉ ଏକ ଝଟକା । ଦଳ ଛାଡ଼ିଛନ୍ତି ଆଉ ଜଣେ ବିଧାୟକ । ସୋମବାର ମହାରାଷ୍ଟ୍ରର ୱାଇ ବିଧାନସଭାର ବିଧାୟକ ମରକନ୍ଦ ପାଟିଲ ଅଜିତ ପାୱାରଙ୍କ ଦଳରେ ଯୋଗ ଦେଇଛନ୍ତି। ପାଟିଲ କହିଛନ୍ତି ଯେ, ବିଧାନସଭା କ୍ଷେତ୍ରର ଦୁଇଟି ଚିନି କାରଖାନା ଅର୍ଥନୈତିକ ସଙ୍କଟର ସମ୍ମୁଖୀନ ହେଉଛି, ଏବଂ ଏହାକୁ ବଞ୍ଚାଇବା ପାଇଁ ସେ ଅଜିତ ପାୱାରଙ୍କ କ୍ୟାମ୍ପରେ ଯୋଗ ଦେଇଛନ୍ତି। ଏଥି ସହିତ ୱାଇରେ ପର୍ୟ୍ୟଟନ ସହ ଜଡିତ ସମସ୍ୟାର ସମାଧାନ ହେବ ଏବଂ ବିକାଶମୂଳକ କାର୍ୟ୍ୟ କରାଯିବ ବୋଲି ସେ ଆଶା ରଖିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ