Masthead

ସ୍କୁଲ ବସ୍ ଓ କାର ଧକ୍କା, ୬ ମୃତ

ଗାଜିଆବାଦ (ବଡ଼ ଖବର ବ୍ୟୁରୋ): ଉତ୍ତରପ୍ରଦେଶର ଗାଜିଆବାଦ ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ ଓ କାର ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ହୋଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି। ଗାଜିଆବାଦରେ ଦିଲ୍ଲୀ ଓ ମେରଠ ଏକ୍ସପ୍ରେସରେ ଠାରେ ଏହି ଦୁର୍ଘଟଣା ଘଟିଛି ।

ଘଟଣାସ୍ଥଳରେ ୬ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏକାଧିକ ଶିଶୁଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି । ସୂଚନା ମୁତାବକ, ଦିଲ୍ଲୀ ମେରଠ ଏକ୍ସପ୍ରେସରେ କ୍ରସିଙ୍ଗ ଥାନା ଅଞ୍ଚଳରେ ଏପରି ଦୁର୍ଘଟଣା ଘଟିଛି । ସ୍କୁଲ ବସଟି ଦ୍ରୁତ ଗତିରେ ଯାଉଥିବାରୁ ଏପରି ଦୁର୍ଘଟଣା ଘଟିଥିବା କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼