Masthead

ଭୋଟ ଗଣତି ବେଳେ ବି ଉତ୍ତେଜନା, ବିଜେପି–ଟିଏମସି କର୍ମୀ ମୁହାଁମୁହିଁ

କୋଲକାତା (ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗରେ ଜାରି ରହିଛି ଭୋଟ ଗଣତି । ସକାଳ ୮ରୁ ଆରମ୍ଭ ହୋଇଥିଲା ଗଣତି । ଗଣତି ବେଳ ଦେଖିବାକୁ ମିଳିଛି ଉତ୍ତେଜନା । ଦିନହାଟାରେ ଷ୍ଟ୍ରଙ୍ଗ ରୁମ ସାମ୍ନାରେ ଭାରତୀୟ ଜନତା ପାର୍ଟି ଓ ତ୍ରୁଣମୂଳ କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଛନ୍ତି। ମାଲଦାରେ ବି ଗଣତିକୁ ନେଇ ଗଣ୍ଡଗୋଳ ହୋଇଛି ।

ଉତ୍ତେଜନା ପରିସ୍ଥିତିକୁ ଦେଖି କିଛି ମତଗଣନା କେନ୍ଦ୍ରରେ ଏବେ ପର୍ଯ୍ୟନ୍ତ କାଉଣ୍ଟିଂ ଆରମ୍ଭ ହୋଇ ନ ଥିବା ସୂଚନା ମିଳିଛି । ସେପଟେ ପ୍ରଥମ ପର୍ଯ୍ୟାୟ ଗଣତିକୁ ନେଇ ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣାରେ ଟିଏମସି ୧୯ଟି ଆସନରେ ଆଗରେ ଚାଲିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ