Masthead

‘ବିଜେପି ନାର ଅର୍ଥ ହେଉଛି ହଁ’

ମହାରାଷ୍ଟ୍ର (ବଡ଼ ଖବର ବ୍ୟୁରୋ):୨୦୨୪ ନିର୍ବାଚନ ପାଇଁ ସବୁ ଦଳରେ ଚାଲିଛି କସରତ । ଉଦ୍ଧବ ଠାକରେ ନିକଟରେ ନାଗପୁରରେ କର୍ମୀଙ୍କୁ ସମ୍ବୋଧିତ କରି କହିଥିଲେ ବିଜେପି ନେତା ନାଗପୁର ପାଇଁ ‘କଳଙ୍କ’। କାରଣ ସେ କେବେବି ଏନସିପି ସହ ମେଣ୍ଟ କରିବେ ନାହିଁ ବୋଲି କହିଥିଲେ । ହେଲେ ସେମାନେ ଏମିତି କରିଛନ୍ତି।

ଠାକରେ ଫଡନଭିସଙ୍କର ଏକ ପୁରୁଣା ଅଡିଓ କ୍ଲିପ ପ୍ଲେ କରିଥିଲେ ଯେଉଁଥିରେ କୁହାଯାଇଥିଲା କି ସେ କେବେବି ଏନସିପି ସହିତ ହାତ ମିଳାଇବେ ନାହିଁ। ଏହି ଭିଡିଓ ପ୍ଲେ ହେବାବେଳେ ଠାକରେ କହିଥିଲେ ଯେ ନେତାଙ୍କ ବିଜେପି ନାର ଅର୍ଥ ହେଉଛି ହଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ