Masthead

ବିରୋଧୀଦଳ ନିକମା ହେଲେ, ବିକାଶ ଅଟକିଯାଏ : ମକରନ୍ଦ ମୁଦୁଲି

ରାୟଗଡ଼ା (ବଡ଼ ଖବର ବ୍ୟୁରୋ): ମକରନ୍ଦ କହିଲେ ସବୁ ବିରୋଧୀଦଳ ନିକମା । ଆପଣମାନେ ଜାଣିଛନ୍ତି ବିରୋଧୀଦଳର କଣ ଭୂମିକା । ଯେଉଁ ଦେଶରେ ବା ରାଜ୍ୟରେ ବିରୋଧୀଦଳ ନିକମା ହେଲେ, ବିକାଶ ଅଟକିଯାଏ । ଏକ ପୋର୍ଟାଲର ଷଷ୍ଠ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ରୂପେ ଯୋଗଦେଇ ବିରୋଧୀଦଳ ସବୁ ନିକମା ବୋଲି ଆକ୍ଷେପ କରିଛନ୍ତି ସ୍ୱାଧୀନ ପ୍ରାର୍ଥୀ ମକରନ୍ଦ ମୁଦୁଲି । ଯାହର ଭିଡିଓ ଏବେ ଭାଇରଲ ହେବାରେ ଲାଗିଛି । ତେବେ ରାଜ୍ୟ ହେଉ ବା ଦେଶ ବିରୋଧୀଦଳ ଗୁଡିକ ପ୍ରକୃତରେ କ’ଣ ନିକମା କି? ଏ ପ୍ରଶ୍ନ ସବୁ ଦଳର ନେତାଙ୍କ ସହିତ ସାଧାରଣ ଜନତାଙ୍କୁ ଆନେ୍ଦାଳିତ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି