Masthead

ନେପାଳରେ ହେଲିକପ୍ଟର ନିଖୋଜ, ଯୋଗାଯୋଗ ପାଇଁ ଚାଲିଛି ଉଦ୍ୟମ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ୬ ଜଣ ଯାତ୍ରୀଙ୍କୁ ନେଇ ଉଡ଼ାଣ ଭରିଥିବା ଏକ ବିମାନ ନିଖୋଜ ହୋଇଯାଇଛି । ମୋଟ ୬ ଯାତ୍ରୀଙ୍କ ମଧ୍ୟରୁ ୫ ଜଣ ବିଦେଶୀ ନାଗରିକ ଥିଲେ । ହେଲିକପ୍ଟରଟି କାଠମାଣ୍ଡୁ ଅଭିମୁଖେ ଯାତ୍ରା କରୁଥିବା ବେଳେ ତାହା ରାଡାରରୁ ଅଦୃଶ୍ୟ ହୋଇଯାଇଥିବା ରିପୋର୍ଟରୁ ଜଣାପଡ଼ିଛି ।

ସୂଚନା ମୁତାବକ, ୬ ଜଣଙ୍କୁ ନେଇ ଯାତ୍ରା କରୁଥିବା ବିମାନଟି ମାଉଣ୍ଟ ଏଭରେଷ୍ଟ ନିକଟରେ ନିଖୋଜ ହୋଇଯାଇଥିଲା । ହେଲିକପ୍ଟର ସହ ସମ୍ପର୍କ ଛିନ୍ନ ହୋଇଛି । ଏବେ ବି ଠାବ କରିବାକୁ ଉଦ୍ୟମ ଚାଲିଛି । ଏ ପର୍ଯ୍ୟନ୍ତ ଯୋଗାଯୋଗ ହୋଇପାରି ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ