Masthead

ଗଙ୍ଗୋତ୍ରୀ ରାସ୍ତାରେ ଭୂସ୍ଖଳନ, ପୋତି ହୋଇଗଲା ୩ ଯାନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):  ଉତ୍ତରାଖଣ୍ଡ ଉତ୍ତରକାଶୀ ଜିଲାର ଗଙ୍ଗୋତ୍ରୀରେ ପ୍ରବଳ ବର୍ଷା ଯୋଗୁ ଘଟିଛି ଭୂସ୍ଖଳନ । ଏହି ଭୂସ୍ଖଳନରେ ୩ଟି ଯାନ ପୋତି ହୋଇଯାଇଥିବା ସୂଚନା ମିଳିଛି । ଯେଉଁଥିରେ ମଧ୍ୟପ୍ରଦେଶର ୪ ଜଣ ତୀର୍ଥଯାତ୍ରୀଙ୍କର ମୃତ୍ୟୁ ଘଟିଛି। ଭଟୱାଡିର ସବ-କଲେକ୍ଟର ଚତର ସିଂ ଚୌହାନ କହିଛନ୍ତି, ଗଙ୍ଗୋତ୍ରୀ ଜାତୀୟ ରାଜପଥରେ ଥିବା ଗଙ୍ଗନାନି ବ୍ରିଜ୍ ନିକଟ ପାହାଡରୁ ଭୂସ୍ଖଳନ ଓ ବୋଲ୍ଡର ଖସିପଡିବାରୁ ତିନିଜଣ ଯାତ୍ରୀବାହୀ ଯାନ ତଳେ ପୋତି ହୋଇଯାଇଥିଲେ। ସୂଚନା ପାଇ ପୋଲିସ ଏବଂ ରାଜ୍ୟ ବିପର୍ୟ୍ୟୟ ମୁକାବିଲା ଫୋର୍ସ ଟିମ ଘଟଣାସ୍ଥଳରେ ପହଞ୍ଚିଥିଲେ । ପରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା