Masthead

ଆଦିବାସୀଙ୍କ ବିକାଶ ଲାଗି ମୁଖ୍ୟମନ୍ତ୍ରୀ ସବୁବେଳେ ତତ୍ପର: ଜଗନ୍ନାଥ ସାରକା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଜନଜାତି ଉପଦେଷ୍ଟା ପରିଷଦ କମିଟିର ବୈଠକ ପରେ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ପ୍ରତିକ୍ରିୟା । କହିଛନ୍ତି ଆଦିବାସୀମାନଙ୍କ ବିକାଶ ବିଷୟରେ ଟିଏସି ବୈଠକ ବିସ୍ତୁତ ଆଲୋଚନା ହୋଇଛି । ଜଙ୍ଗଲ ଜମି ପଟା ଓ ଆଦିବାସୀ ସ୍କୁଲ ପିଲାଙ୍କ ପଢିବା ପାଇଁ ସବୁ ବ୍ୟବସ୍ଥା କରାଯାଇଛି । ଆଦିବାସୀଙ୍କ ବିକାଶ ଲାଗି ମୁଖ୍ୟମନ୍ତ୍ରୀ ସବୁବେଳେ ତତ୍ପର । କିପରି ତାହା ତ୍ୱରାନ୍ୱିତ ହେବ ସେ ନେଇ ସମସ୍ତଙ୍କ ସହଯୋଗ ଲୋଡିଛନ୍ତି ମୁଖ୍ୟମନ୍ତ୍ରୀ । କୋଭିଡ ଯୋଗୁ ଟିଏସି ବୈଠକରେ ବିଳମ୍ବ ହୋଇଛି । ବିରୋଧୀଙ୍କ କଥାରେ ମୁଁ ଦ୍ୱିମତ ନୁହେଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା