Masthead

ଇଟାର ଜବାବ ପଥରରେ ଦବୁ: ଚନ୍ଦ୍ରଶେଖର ବାୱନକୁଲେ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଉଦ୍ଧବ ଠାକରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନ୍‌ଭିସ ଏବଂ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଅପମାନ କରିବା ପରେ ଆରମ୍ଭ ହୋଇଛି ବୟାନବାଜି । ଅପମାନକୁ ନେଇ ବିଜେପି ନେତା ଚନ୍ଦ୍ରଶେଖର ବାୱନକୁଲେ କହିଛନ୍ତି, ଯଦି ଉଦ୍ଧବ ଠାକରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଏବଂ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଅପମାନ କରିବା ଜାରି ରଖନ୍ତି, ତେବେ ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି କରିପାରେ।

ଆମେ ଇଟାର ଜବାବ ପଥରରେ ଦେବୁ। ଭବିଷ୍ୟତରେ ଯଦି କିଛି ଘଟେ ତେବେ ବିଜେପି ଏଥିପାଇଁ ଦାୟୀ ରହିବ ନାହିଁ। ବାୱନକୁଲେ କହିଛନ୍ତି, ଉଦ୍ଧବ ଠାକରେଙ୍କ ମାନସିକ ସ୍ବାସ୍ଥ୍ୟ ବିଗିଡିଯାଇଛି। ତାଙ୍କର ଚିକିତ୍ସା କରିବା ଆବଶ୍ୟକ। ଉଦ୍ଧବ ଠାକରେ ନିକଟରେ ନାଗପୁରରେ କର୍ମୀଙ୍କୁ ସମ୍ବୋଧିତ କରି କହିଥିଲେ ବିଜେପି ନେତା ନାଗପୁର ପାଇଁ ‘କଳଙ୍କ’। କାରଣ ସେ କେବେବି ଏନସିପି ସହ ମେଣ୍ଟ କରିବେ ନାହିଁ ବୋଲି କହିଥିଲେ । ହେଲେ ସେମାନେ ଏମିତି କରିଛନ୍ତି।

ଠାକରେ ଫଡନଭିସଙ୍କର ଏକ ପୁରୁଣା ଅଡିଓ କ୍ଲିପ ପ୍ଲେ କରିଥିଲେ ଯେଉଁଥିରେ କୁହାଯାଇଥିଲା କି ସେ କେବେବି ଏନସିପି ସହିତ ହାତ ମିଳାଇବେ ନାହିଁ। ଏହି ଭିଡିଓ ପ୍ଲେ ହେବାବେଳେ ଠାକରେ କହିଥିଲେ ଯେ ନେତାଙ୍କ ବିଜେପି ନାର ଅର୍ଥ ହେଉଛି ହଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା