ଦେଶର ରାଜନୀତି ଆଇପିଏଲ ପରି ହୋଇଛି : ଉଦ୍ଧବ ଠାକରେ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ):  ଉପମୁଖ୍ୟମନ୍ତ୍ରୀଙ୍କୁ କଳଙ୍କ କହିବା ପରେ ତୀବ୍ର ହୋଇଛି ରାଜନୀତି । ବିଜେପି ଦଳର କର୍ମୀମାନେ ଠାକରେ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଯହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ । କହିଛନ୍ତି ମୁଁ କେବଳ କଳଙ୍କ କହିଛି। ଯଦି କଳଙ୍କ ଶବ୍ଦ ସେମାନଙ୍କୁ ଏତେ କଷ୍ଟ ଦେଇଛି, ତା’ହେଲେ ସେମାନେ ଇଡି, ସିବିଆଇକୁ ଲୋକଙ୍କ ଘରକୁ ପଠାଇ କଳଙ୍କିତ କରୁଛନ୍ତି, ସେ ବିଷୟରେ କ’ଣ? ଉଦ୍ଧବ ଠାକରେ କହିଛନ୍ତି ସରକାର ଏବେ ମଧ୍ୟ ରାଜ୍ୟବାସୀଙ୍କ ପ୍ରଶ୍ନ ପ୍ରତି ଧ୍ୟାନ ଦେଉନାହାଁନ୍ତି। ଆଜି ଦେଶର ରାଜନୀତି ଆଇପିଏଲ ପରି ହୋଇଛି। କିଏ କେଉଁ ପ୍ରକାର ଖେଳୁଛି ତାହା ଜଣାପଡୁନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ