Masthead

କବିସୁର୍ଯ୍ୟନଗରରେ ବୋମାମାଡ ଓ ଦୁଇ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ଆସିକା(ବଡ଼ ଖବର ବ୍ୟୁରୋ); ଗଞ୍ଜାମ ଜିଲ୍ଲା କବି ସୁର୍ଯ୍ୟନଗର ସହରର ମୁଖ୍ୟ ବଜାର ଉପରେ ଗତକାଲି ରାତି ପ୍ରାୟ ୯ଟା ବେଳେ ବୋମାମାଡ ସହ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଦୁଇଜଣ ଗୁରୁତର ହୋଇ ବ୍ରହ୍ମପୁର ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ଆହତ ଦୁଇଜଣ ସଂପର୍କରେ ଦାଦାପୁଅ ଭାଇ ସୀମାଚଂଳ ଗୌଡ ଓ ସୁଶାନ୍ତ ଗୌଡ ବୋଲି ସୂଚନା ମିଳିଛି ।

ଆକ୍ରମଣର କାରଣ ଏଯାଏଁ ଜଣା ପଡି ନାହିଁ । ଆକ୍ରମଣକାରୀମାନେ ଫେରାର ଥିବା ବେଳେ କବି ସୂର୍ଯ୍ୟନଗର ତେଲିସାହି ଓ ବାଙ୍କି ବେହେରା ସାହିରେ ୪ରୁ ଅଧିକ ବୋମା ମାଡ କରିଥିବା ସୂଚନା ମିଳିଛି । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଏକ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ କାର୍ଯ୍ୟ ଆରମ୍ଭ କରିଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା