Masthead

ବାହାନାଗା ଟ୍ରେନ ଟ୍ରାଜେଡି; ପୁଣି ୪ ଦିନ ରିମାଣ୍ଡରେ ୩ ଅଭିଯୁକ୍ତ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ);ବାହାନାଗା ଟ୍ରେନ ଟ୍ରାଜେଡିରେ ପୁଣି ୪ ଦିନ ରିମାଣ୍ଡରେ ଗଲେ ୩ ଅଭିଯୁକ୍ତ । ସିଗିନାଲ ସିନିୟର ସେକ୍ସନ ଇଞ୍ଜିନିୟର ଅରୁଣ ମହନ୍ତ, ସେକ୍ନନ ଇଞ୍ଜିନିୟର ମହମ୍ମଦ ଅମିରଖାନ୍ ଓ ଟେକନିସିଆନ୍ ପପୁ କୁମାର , ରିମାଣ୍ଡର ଆଜି ହେଉଛି ଦ୍ୱିତୀୟ ଦିନ ଅଧିକ ତଥ୍ୟ ଉଗାଳିବା ପାଇଁ ଘାଣ୍ଟୁଛି ସବିିଆଇ । ପୁର୍ବରୁ ୫ ଦିନ ପାଇଁ ଏମାନଙ୍କୁ ରିମାଣ୍ଡରେ ନେଇଥିଲା ସିବିଆଇ , ଅନ୍ୟପଟେ ଅନ୍ୟ ୪ଜଣଙ୍କ ସଂପୃକ୍ତି ସନ୍ଦେହ ନେଇ ଆଜି ସେମାନଙ୍କୁ ପଚରାଉଚରା କରିବ ସିବିଆଇ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ