Masthead

ଧଳା-ନୀଳ ବଦଳରେ ମିଳିବ ହଣ୍ଟର ଗ୍ରୀନ ଡ୍ରେସକୋଡ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ); ନୂଆଲୋଗ ସହ ନୂଆ ରଙ୍ଗରେ ବୁଟ ସୁଟ ପିନ୍ଧି ସ୍କୁଲ ଯିବେ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ । ପୂର୍ବରୁ ଥିବା ଧଳା ନୀଳ ବଦଳରେ ନବମ ଓ ଦଶମ ଛାତ୍ରଛାତ୍ରୀଙ୍କୁ ମିଳିବ  ହଣ୍ଟର ଗ୍ରୀନ ଡ୍ରେସକୋର୍ଡ । ପୂର୍ବ ଅପେକ୍ଷା ସ୍କୁଲରେ ବଢିବ ପିଲା ସଂଖ୍ୟା । ଛାତ୍ରଛାତ୍ରୀଙ୍କ ମନରେ ଦେଖାଦେଇଛି ବେଶ ଖୁସି । ଛାତ୍ରଛାତ୍ରୀମାନେ ବେଶ ଖୁସି ଥିବାବେଳେ ଛାତ୍ରଙ୍କ ପାଇଁ ଫୁଲ୍‌ପ୍ୟାଣ୍ଟ ,ସାର୍ଟ ଏବଂ ଛାତ୍ରୀଙ୍କ ଲାଗି ଚୁଡ଼ିଦାର-ପଞ୍ଜାବୀ ସହ ଜ୍ୟାକେଟ୍ ପୋଷାକ ରହିଛି। ଡ୍ରେସ୍‌ରେ ଏକ ଲୋଗୋ ‘ଆମେ ଗଢ଼ିବୁ ନୂଆ ଓଡ଼ିଶା’ ରହିବ। ସପ୍ତାହର ୫ ଦିନ ଛାତ୍ରଛାତ୍ରୀ ୟୁନିଫର୍ମ ପିନ୍ଧିବେ। ଶନିବାର ବିଭିନ୍ନ କ୍ଲବର କାର୍ଯ୍ୟକଳାପ ରହିଥିବାରୁ ଛାତ୍ରଛାତ୍ରୀ ଟି- ସାର୍ଟ ଓ ଟ୍ରାକ୍ ପ୍ୟାଣ୍ଟ ପିନ୍ଧି ବିଦ୍ୟାଳୟକୁ ଆସିବେ । ୧୦୦ରୁ ଅଧିକ ଛାତ୍ରଛାତ୍ରୀ ରହିଥିବା ବିଦ୍ୟାଳୟର ପିଲାମାନେ ୪ଟି ରଙ୍ଗ ଏବଂ ଶହେରୁ ଅଧିକ ପିଲା ରହିଥିଲେ ଦୁଇଟି ରଙ୍ଗର ଡ୍ରେସ୍ ପିନ୍ଧିବେ। ଛାତ୍ରଛାତ୍ରୀଙ୍କ ପାଇଁ କଳା ଜୋତା ଓ ଧଳା ମୋଜା ବାଧ୍ୟତାମୂଳକ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି