Masthead

ମଣିଷ ଖାଇଲା ମଣିଷ ମାଂସ

ମୟୁରଭଞ୍ଜ(ବଡ଼ ଖବର ବ୍ୟୁରୋ); ମଣିଷ ଭୁଲିଗଲା ନିଜ ନୈତିକତା ଓ ମାନବିକତା । ନିଶାରେ ଚୂର ହୋଇ ମଣିଷ ଖାଇଲା ମଣିଷ ମାଂସ । ମୟୁରଭଞ୍ଜ ଜିଲ୍ଲା ବଡସାହି ଥାନା ଦାନ୍ତୁଣ ଅଞ୍ଚଳରେ ଘଟିଛି ଏଭଳି ଅମାନବୀୟ ଘଟଣା । ଶବ ସକାôର କରିବାକୁ ଯାଇ ଜୁଇରୁ ଆଣି ଖାଇଲେ ଦରପୋଡା ମାଂସ । ମଦ ସହିତ ଅଧାପୋଡା ମୃତଦେହର ମାଂସ ଆଣି ଖାଇଲେ । ଗ୍ରାମବାସୀ ଏହା ଦେଖି ଦୁଇଜଣଙ୍କୁ ଆଣି ଗ୍ରାମରେ ଅଟକ ରଖି ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାର ତଦନ୍ତ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ