Masthead

ନବୀନବାବୁଙ୍କ ଯୋଜନା ବିରୋଧୀଙ୍କ ଟେନସନ ବଢାଉଛି: ରାଜେନ୍ଦ୍ର ଢୋଲକିଆ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ଜବାବ ରଖିଛି ବିଜେଡି । ଯୋଜନା ଓ ସଂଯୋଜନା ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ କହିଛନ୍ତି ଆସନ୍ତା କାଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଲୋକଙ୍କ ପାଖକୁ ଯିବା ସହ ଲୋକଙ୍କୁ ଫୋନ କରି ଯାହା ଅଭିଯୋଗ ଆସିବ ତହାର ସମାଧାନ କରାଯିବ । ଏହା ସ୍ୱାଗତ ଯୋଗ୍ୟ ପଦକ୍ଷେପ । ବିକାଶକୁ ବିରୋଧ ନ କରି କମ୍ପିଟିସନ କରନ୍ତୁ ଲୋକଙ୍କୁ ଅଧିକ ଦେବାକୁ ଚେଷ୍ଟା କରନ୍ତୁ । ସେ ଆହୁରି ମଧ୍ୟ କହିଛନ୍ତି ନବୀନବାବୁ ଯେଉଁ ଯୋଜନା କରୁଛନ୍ତି ତାହା ବିରୋଧୀଙ୍କ ଟେନସନ ବଢାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ