Masthead

ବିଦ୍ୟୁତକାଟ ପ୍ରତିବାଦରେ ରାସ୍ତାରୋକ

ବ୍ରହ୍ମପୁର(ବଡ଼ ଖବର ବ୍ୟୁରୋ); ଦୀର୍ଘଦିନ ହେବ ଗୋଷାଣୀ ନୂଆ ଗାଁ ଅଞ୍ଚଳରେ ପ୍ରାୟ ରାତ୍ରି ୭ରୁ୮ ଘଣ୍ଟା ଧରି ଅଘୋଷିତ ବିଦ୍ୟୁତ କାଟ ଯୋଗୁ ପୂର୍ବରୁ ମଧ୍ୟ ସମାଧାନ ଦାବିରେ ଲୋକେ ରାଜରାସ୍ତାକୁ ଓହ୍ଳାଇଥିଲେ । ପ୍ରତିଶ୍ରୁତି ପରେ ଚୁପ୍ ଥିଲେ  ସାଧାରଣ ଲୋକେ । ହେଲେ ଆଜି ପର୍ଯ୍ୟନ୍ତ ସମାଧାନ ନହେବା କାରଣରୁ ଆଜି ପୁଣି ଲୋକେ ରାସ୍ତାରୋକ କରିବା ସହ ଟାଟାର କର୍ମଚାରୀ ଓ କନିଷ୍ଠ ଯନ୍ତ୍ରୀଙ୍କୁ ଅଟକ ରଖିଥିଲେ । ଖବର ପାଇ ସ୍ଥାନୀୟ ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା ପରେ ରାସ୍ତାରୋକ ହଟିଥିଲା । ଆଗକୁ ପିଲାଙ୍କ ପରୀକ୍ଷା ଥିବାରୁ ତୁରନ୍ତ ସମାଧାନ କରିବାକୁ ଦାବି କରାଯାଇଛି ନଚେତ ପୁଣି ରାସ୍ତାରୋକ କରି ପ୍ରତିବାଦ କରାଯିବ ବୋଲି ଚେତାବନୀ ଦେଇଛନ୍ତି ଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ