Masthead

ବାହାନଗା ଟ୍ରେନ ଟ୍ରାଜେଡି, ୭ ରେଳ କର୍ମଚାରୀ ସସ୍ପେଣ୍ଡ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ):  ବାହାନଗା ଟ୍ରେନ ଟ୍ରାଜେଡି । ସସ୍ପେଣ୍ଡ ହେଲେ ୭ ରେଳ କର୍ମଚାରୀ । ଗିରଫ ୩ କର୍ମଚାରୀଙ୍କ ସମେତ ୭ ଜଣ ସସ୍ପେଣ୍ଡ ହୋଇଛନ୍ତି । ବାହାନଗା ଷ୍ଟେସନ ନିରୀକ୍ଷଣ କରି ଫେରିବା ପରେ କାର୍ଯ୍ୟାନୁଷ୍ଠାନ ନେଇ ସୂଚନା ଦେଇଛନ୍ତି ଜିଏମ ଅନୀଲ ମିଶ୍ରା  । ସେ କହିଛନ୍ତି ଦାୟିତ୍ୱରେ ଗୁରୁତର ଅବହେଳା ପାଇଁ କରାଯାଇଛି ସସ୍ପେଣ୍ଡ ।

ଏବେ ବି ଜାରି ରହିଛି ସିଆରଏସ ଓ ସିବିଆଇ ତଦନ୍ତ । ବର୍ତ୍ତମାନ ସିବିଆଇ ୩ ଜଣ ରେଳ କର୍ମଚାରୀକୁ ଗିରଫ କରିଛି । ରେଳବାଇ ମଧ୍ୟ କିଛି ଷ୍ଟାଫକୁ ସସ୍ପେଣ୍ଡ କରିଛି । ରେଲୱେ ନର୍ମ ଅନୁଯାୟୀ ସସ୍ପେଣ୍ଡ କରାଯାଇଛି । ସସ୍ପେଣ୍ଡଙ୍କ ମଧ୍ୟରୁ ବାହାନଗା ଷ୍ଟେସନ ମାଷ୍ଟର , ଟ୍ରାଫିକ ଇନ୍ସପେକ୍ଟର ଓ ମେଣ୍ଟେନାନ୍ସର କେତେକ କର୍ମଚାରୀଙ୍କୁ ସସ୍ପେଣ୍ଡ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ