Masthead

ପୁରୁଣା ମଦ ନୂଆ ବୋତଲ: ପୃଥ୍ୱୀରାଜ ହରିଚନ୍ଦନ

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ନେଇ ବର୍ଷିଲେ ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ । କହିଛନ୍ତି ପୁରୁଣା ମଦକୁ ନୂଆ ବୋତଲରେ ଢାଳିବା ନବୀନ ସରକାରର ମୁଖ୍ୟକାମ। ସାମନ କଥା ପୂର୍ବରୁ ୨୨,୨୦ ଓ ୧୮ ମସିହାରେ ମଧ୍ୟ କହିଥିଲେ। ଯଦି ଲୋକଙ୍କ ଅଭିଯୋଗ ଶୁଣିବାର ଅଭ୍ୟାସ ସରକାରଙ୍କର ଥାନ୍ତା ରାଜ୍ୟବାସୀ ଏତେ ହଇରାଣ ହୋଇ ନଥାନ୍ତେ। ପୂର୍ବରୁ ସବୁ ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିବା ପାଇଁ ଅଭିଯୋଗ ପ୍ରକୋଷ୍ଠ ଥିଲା। ବିଜୁବାବୁ ଅଭିଯୋଗ ପ୍ରକୋଷ୍ଠ ତିଆରି କରେଇ ଥିଲେ, ଲୋକଙ୍କ ସମସ୍ୟା ସମାଧାନ ପାଇଁ।

ନବୀନ ପଟ୍ଟନାୟକ ଏକ ମାତ୍ର ମୁଖ୍ୟମନ୍ତ୍ରୀ ଯିଏ ଲୋକଙ୍କ ଅଭିଯୋଗ ଶୁଣିବା ପାଇଁ ପ୍ରସ୍ତୁତ ନୁହଁନ୍ତି । ୨୦୦୮ ରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଅଚଳ ହୋଇ ପଡିଛି। ତାକୁ କିଛି ମୁଷ୍ଟିମେୟ ଅଧିକାରୀ ବସି ହାଜିରା ଦେଉଛନ୍ତି। କୌଣସି ଜାଗାରେ ସାଧାରଣ ଲୋକଙ୍କ ଅଭିଯୋଗକୁ ବିଡ଼ିଓ ଓ ତହସିଲଦାରମାନେ ଶୁଣୁ ନାହଁନ୍ତି। ଜନ ବିରୋଧୀ ସରକାର କହିବ ଲୋକଙ୍କ ସମସ୍ୟା ଶୁଣି ସରକାର ଚଲେଇବୁ ତାହା ହାସ୍ୟାସ୍ପଦ କଥା। ଏ ସରକାର ମିଛୁଆ ରାଧୁଆରେ ପରିଣତ ହୋଇ ସାରିଛି । ଲୋକ ଏହାକୁ ଆଉ ବିଶ୍ୱାସ କରିବେନି। ଲୋକ ୨୪ ନିର୍ବାଚନ ଏହାର ଉତ୍ତର ଦେବେ। ମୁଖ୍ୟମନ୍ତ୍ରୀ କୁଆଡେ ଗଲେ। କବଳ ଭିଡିଓ କଲରେ ତାଙ୍କ ଦେଖା ମିଳେ। ନିଜ କାମ ନିଜେ କରନ୍ତୁ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ