Masthead

ବିନା ଟଙ୍କାରେ ଭୁବନେଶ୍ୱରରୁ ୫ ଥର ଜିତିଛି: ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶଙ୍ଖ ଭବନରେ ବସିଥିବା ଦଳର ଖୋର୍ଦ୍ଧା-ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲାର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରୁ ବାହାରିବା ପରେ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ବରିଷ୍ଠ ଉପସଭାପତି ପ୍ରସନ୍ନ ପାଟ୍ଟଶାଣୀ । କହିଛନ୍ତି ମୋର ବୟସ ଅଛି, ଶକ୍ତି ଅଛି, ସାମର୍ଥ୍ୟ ଅଛି କାହିଁକି ଲଢ଼ିବନି । ଯଦି ଦଳ ଚାହେଁ ମୁଁ ନିଶ୍ଚିତ ଲଢ଼ିବି ।

ମୁଁ ବିନା ଟଙ୍କାରେ ଭୁବନେଶ୍ୱରରୁ ୫ ଥର ଜିତିଛି । ମୁଁ କହିପାରିବିନି ମୁଁ କେଉଁଠି ଲଢ଼ିବି । ମୁଁ କହିବି ମାନେ ମୋ ଟିକେଟଟା କଟିଯିବ । ମୋ ଟିକେଟ ଟା ଥୁଆ ହୋଇଛି । ତୁମକୁ କହି ଟିକେଟଟା କାହିଁକି କାଟିବି ବୋଲି କହିଛନ୍ତି ଦଳର ବରିଷ୍ଠ ଉପସଭାପତି ପ୍ରସନ୍ନ ପାଟଶାଣୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା