Masthead

ଗୌହାଟୀ ମିଟିଂ ପରେ ସକ୍ରିୟ ସୁୁନୀଲ, ଓଡ଼ିଶା ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଜ୍ୟ ବିଜେପି କାର୍ଯ୍ୟାଳରେ ପହଞ୍ଚିଲେ କ୍ଷେତ୍ରୀୟ ପ୍ରଭାରୀ ସୁନିଲ ବଂଶଲ । ଦୁଇ ଦିନ ହେବ ଗୁରୁତ୍ୱପୂର୍ଣ୍ଣ ବୈଠକ । ୪ଟି ପର୍ଯ୍ୟାୟରେ ହେବ ବୈଠକ । ଆଜି ହେବ ମହା ଜନ ସଂପର୍କ ଅଭିଯାନର ସମୀକ୍ଷା । ୨୦ ଜଣିଆ ଟିମ ସହ ବଂଶଲ କରିବେ ଆଲୋଚନା । ଏହାସହ ରାଜ୍ୟ ସଭାପତି ଓ ସାଧାରଣ ସମ୍ପାଦକ ମାନଙ୍କ ସହ ହେବ ସାଂଗଠନିକ ଚର୍ଚ୍ଚା ଓ ଆଲୋଚନା । ଆସନ୍ତାକାଲି ଦୁଇଟି ପର୍ଯ୍ୟାୟରେ ବସିବ ବୈଠକ ।

ପ୍ରଥମ ପର୍ଯ୍ୟାୟରେ ଲୋକସଭା କ୍ଷେତ୍ର ଗୁଡ଼ିକରେ ଦଳୀୟ ସ୍ଥିତି ନେଇ ହେବ ଆଲୋଚନା । ଏଥିରେ ୧୩ ଲୋକସଭା କ୍ଷେତ୍ର ଗୁଡ଼ିକର ପରାଜିତ ପ୍ରାର୍ଥୀ, ପ୍ରଭାରୀ, ସହ ପ୍ରଭାରୀ ଏବଂ ବିଭିନ୍ନ ଦାୟିତ୍ୱରେ ଥିବା କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବେ । ତାପରେ ଦଳର ବିଧାୟକ ମାନଙ୍କ ସହ ଭର୍ଚୁଆଲ ବୈଠକ କରିବେ ସୁନୀଲ ବଂଶଲ । ସଙ୍ଗଠନ ଏବଂ ୨୦୨୪ ବ୍ଲୁ ପ୍ରିଣ୍ଟ ହେବ ଆଲୋଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ