Masthead

ଚନ୍ଦ୍ରଯାନ- ୩ ପାଇଁ କାଉଂଟଡାଉନ ଆରମ୍ଭ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଚଦ୍ରଯାନ-୩ ମିଶନର ଶୁଭାରମ୍ଭ ପାଇଁ ଆରମ୍ଭ ହୋଇଛି କାଉଂଟଡାଉନ। ଶୁକ୍ରବାର (ଜୁଲାଇ ୧୪) ଅପରାହ୍ନ ୨.୩୫ ସମୟରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାରୁ ଲଞ୍ଚ ହେବ ଚଦ୍ରଯାନ । ତେବେ ଚନ୍ଦ୍ରଯାନ ଲଞ୍ଚ ହେବା ପୂର୍ବରୁ ଆରମ୍ଭ ହୋଇଛି କାଉଂଟଡାଉନ। ଚନ୍ଦ୍ରାଯାନ -୩ ମିଶନ ଆରମ୍ଭ କରିବାର ପ୍ରକ୍ରିୟାର ୨୪ ଘଣ୍ଟା ପୂର୍ବରୁ ଏହି କାଉଂଟଡାଉନ ଆରମ୍ଭ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା