Masthead

ଇତିହାସ ରଚିବ ଭାରତ: ଆଜି ଚନ୍ଦ୍ରପୃଷ୍ଠକୁ ଯିବ ଚନ୍ଦ୍ରଯାନ-୩

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସମୟ ଯେତିକି ପାଖେଇ ଆସୁଛି ମନରେ ଉକôଣ୍ଠା ବଢିବାରେ ଲାଗିଛି । ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା । ପୁଣିଥରେ ଚନ୍ଦ୍ରକୁ ଛୁଇଁବର ଲକ୍ଷ୍ୟ ପୂରଣ ହେବାକୁ ଯାଉଛି । ଆଜି ଅପରାହ୍ନ ୨ଟା ୩୫ରେ ଶ୍ରୀହରିକୋଟାରୁ ଉତକ୍ଷେପଣ କରାଯିବ ଚନ୍ଦ୍ରଯାନ-୩ । ଏନେଇ ଇସ୍ରୋ ଚନ୍ଦ୍ରଯାନ-୩ ମିଶନ ପାଇଁ ‘ମିଶନ ତତ୍ପରତା ସମୀକ୍ଷା’ ସମାପ୍ତ କରିଛି । ଯଦି ଏହି ମିଶନ ସଫଳ ହୁଏ, ତେବେ ଭାରତ ଚନ୍ଦ୍ରରେ ପହଞ୍ଚିବାରେ ପୃଥିବୀର ଚତୁର୍ଥ ଦେଶ ହେବ ।

୪ ବର୍ଷ ପରେ ପୃଥିବୀର ଏକମାତ୍ର ଉପଗ୍ରହ ଚନ୍ଦ୍ରଯାନକୁ ପଠାଇବା ପାଇଁ ଇସ୍ରୋ ଏହାର ତୃତୀୟ ମିଶନ ପାଇଁ ପ୍ରସ୍ତୁତ ରହିଛି । ଏଲଭିଏମ-୩ ରକେଟ୍ ଦ୍ୱାରା ମହାକାଶକୁ ପ୍ରେରଣ କରାଯିବ । ତେବେ ବର୍ତ୍ତମାନ ଇସ୍ରୋର ଫୋକସରେ ରହିଛି ରୋଭରର ସଫ୍ଟ ଲ୍ୟାଣ୍ଡିଂ । ଯଦି ଏହି ମିଶନ ସଫଳ ହୁଏ ତେବେ ମହାକାଶ ବିଜ୍ଞାନ କ୍ଷେତ୍ରରେ ଆଉ ପାଦେ ଆଗେଇବ ଭାରତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ