Masthead

ପୁରୀ ବେଳାଭୂମିରେ ବାଲୁକାକଳା ମାଧ୍ୟମରେ ଇସ୍ରୋ ଟିମକୁ ଶୁଭେଚ୍ଛା

ପୁରୀ(ବଡ଼ ଖବର ବ୍ୟୁରୋ): ବାଲୁକା କଳାରେ ଚନ୍ଦ୍ରଯାନ-୩ । ଚନ୍ଦ୍ରଯାନ ୩ ପାଇଁ ଇସ୍ରୋର ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।  ପୁରୀ ବେଳାଭୂମିରେ ବାଲୁକାକଳା ମାଧ୍ୟମରେ ଇସ୍ରୋ ଟିମକୁ ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି ସୁଦର୍ଶନ ପଟ୍ଟନାୟକ । ଏହି ବାଲୁକାକଳାଟିରେ ୫୦୦ ଟି ଷ୍ଟିଲ ପାତ୍ର ବ୍ୟବହାର କରିଛନ୍ତି । ଏଥିସହିତ ୧୫ ଟନ ବାଲି ବ୍ୟବହାର କରି ଚନ୍ଦ୍ରଯାନ-୩ ପ୍ରସ୍ତୁତ କରିଛନ୍ତି ସୁଦର୍ଶନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ