Masthead

ଚନ୍ଦ୍ରକୁ ଗଲା ଚନ୍ଦ୍ରାୟନ-୩

ଆନ୍ଧ୍ରପ୍ରଦେଶ(ବଡ଼ ଖବର ବ୍ୟୁରୋ); ଇତିହାସ ରହଚିଲା ଇସ୍ରୋ । ଚନ୍ଦ୍ରକୁ ଗଲା ଚନ୍ଦ୍ରାୟନ-୩ । ଦିନ ୨.୩୫ ମିନିଟରେ ଚନ୍ଦ୍ର ଅଭିମୁଖେ ଯାତ୍ରା ଆରମ୍ଭକଲା ଚନ୍ଦ୍ରାୟନ-୩ । ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟା ଦ୍ୱିତୀୟ ଲଞ୍ଚପ୍ୟାଡରୁ ହେଲା ଉତକ୍ଷେପଣ ।

ଇସ୍ରୋର ସମସ୍ତ ବୈଜ୍ଞାନିକଙ୍କ ଅକ୍ଳାନ୍ତ ପରିଶ୍ରମର ସଫଳତା ପାଇଁ ଉତ୍କଣ୍ଠା ବଢିଛି । ଶ୍ରୀହରିକୋଟାରେ ଉପସ୍ଥିତ ଅଛନ୍ତି । ଦେଶର ଉଚ୍ଚକୋଟିର ବୈଜ୍ଞାନିକଙ୍କ ସହ ବିଭିନ୍ନ ଦଳର ରାଜନେତା । ଅଗଷ୍ଟ୨୩ରେ ଚନ୍ଦ୍ରର ଦକ୍ଷିଣମେରୁରେ ଅବତରଣ କରିବ ଚନ୍ଦ୍ରାୟନ-୩ ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାଖରେ ନଥିଲେ ଆତ୍ମୀୟ, ଶବ ବୋହିଲେ ପୋଲିସ ଅଧିକାରୀ 🔴 ଆଜିଠାରୁ ରତ୍ନଭଣ୍ଡାର ଗଣତି 🔴 ୪ ଦିନ ନିର୍ଧୂମ ବର୍ଷିବ 🔴 ଭରଣପୋଷଣ ନଦେଲେ ଦରମାରୁ କଟିବ ଟଙ୍କା 🔴 ୩ ଜିଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଜୁଏଲଙ୍କ ଟାର୍ଗେଟରେ ଦିଲ୍ଲୀପ କି? 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ 🔴 ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ଆଉ ୩ ଓଡ଼ିଆ ନିଖୋଜ 🔴 ମହାପ୍ରଳୟରେ ଖିନଭିନ୍ ହୋଇଯାଇଛି ନେପାଳ, ମୃତ୍ୟୁ ସଂଖ୍ୟା ୪୬୯କୁ ବୃଦ୍ଧି 🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ 🔴 ପାଖରେ ନଥିଲେ ଆତ୍ମୀୟ, ଶବ ବୋହିଲେ ପୋଲିସ ଅଧିକାରୀ 🔴 ଆଜିଠାରୁ ରତ୍ନଭଣ୍ଡାର ଗଣତି 🔴 ୪ ଦିନ ନିର୍ଧୂମ ବର୍ଷିବ 🔴 ଭରଣପୋଷଣ ନଦେଲେ ଦରମାରୁ କଟିବ ଟଙ୍କା 🔴 ୩ ଜିଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଜୁଏଲଙ୍କ ଟାର୍ଗେଟରେ ଦିଲ୍ଲୀପ କି? 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ 🔴 ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ଆଉ ୩ ଓଡ଼ିଆ ନିଖୋଜ 🔴 ମହାପ୍ରଳୟରେ ଖିନଭିନ୍ ହୋଇଯାଇଛି ନେପାଳ, ମୃତ୍ୟୁ ସଂଖ୍ୟା ୪୬୯କୁ ବୃଦ୍ଧି 🔴 ନେପାଳ ପ୍ରଳୟଙ୍କରୀ ବନ୍ୟା, ଗଲାଣି ୧୬୫ ଜୀବନ