Masthead

କେଉଁ ରକେଟରେ ଗଲା ଚନ୍ଦ୍ରୟାନ-୩

ଆନ୍ଧ୍ରପ୍ରଦେଶ(ବଡ଼ ଖବର ବ୍ୟୁରୋ ): ସଫଳତାର ସହ ମହାକାଶକୁ ଉତକ୍ଷେପଣ ହେଲା ଚନ୍ଦ୍ରୟାନ-୩ । ୪୩.୫ମିଟର ଉଚ୍ଚ,୬୪୨ଟନ ଓଜନ ବିଶିଷ୍ଟ ବିଶାଳକାୟ ଏଲଭିଏମ୍୩ଏମ୍-୪ ରକେଟରୁ ଉତକ୍ଷେପଣ ହେଲା ଚନ୍ଦ୍ରୟାନ-୩ । ସଫଳତାର ସହ ଅତିକ୍ରମ କଲା ତିନୋଟି ସୋପାନ । ଅଗଷ୍ଟ୨୩ରେ ଚନ୍ଦ୍ରର ଦକ୍ଷିଣମେରୁରେ ଅବତରଣ କରିବ ଚନ୍ଦ୍ରୟାନ-୩ ।

ଚନ୍ଦ୍ରୟାନ-୩ର ସଫଳ ଉତକ୍ଷେପଣ ପରେ ଇତିହାସ ରଚିଛି ଇସ୍ରୋ । ଦିନ ୨.୩୫ ମିନିଟରେ ଚନ୍ଦ୍ର ଅଭିମୁଖେ ଯାତ୍ରା ଆରମ୍ଭକଲା ଚନ୍ଦ୍ରାୟନ-୩ । ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟା ଦ୍ୱିତୀୟ ଲଞ୍ଚପ୍ୟାଡରୁ ହେଲା ଉତକ୍ଷେପଣ । ଇସ୍ରୋର ସମସ୍ତ ବୈଜ୍ଞାନିକଙ୍କ ଅକ୍ଳାନ୍ତ ପରିଶ୍ରମର ସଫଳତା ପାଇଁ ଉକôଣ୍ଠା ବଢିଛି । ମିଶନ ସଫଳ ନେଇ ଘୋଷଣା କଲେ ଇସ୍ରୋ ମୁଖ୍ୟ । ଭୁପୃଷ୍ଠ ଛାଡିବାର ୧୬ ମିନିଟପରେ କକ୍ଷପଥରେ ହେଲା ଅବସ୍ଥାପିତ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ