Masthead

ଇନିଂସ ଓ ୧୪୧ ରନରେ ୱେଷ୍ଟଇଣ୍ଡିଜକୁ ହରାଇଲା ଭାରତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଇଣ୍ଡିଆ-ୱେଷ୍ଟଇଣ୍ଡିଜ୍ ଟେଷ୍ଟ ମ୍ୟାଚ । ପ୍ରଥମ ଟେଷ୍ଟରେ ବାଜି ମାରିଲା ଟିମ୍ ଇଣ୍ଡିଆ। ଇନିଂସ ଏବଂ ୧୪୧ ରନ୍‌ର ବିଶାଳ ବ୍ୟବଧାନରେ ୱେଷ୍ଟଇଣ୍ଡିଜକୁ ପରାସ୍ତ କରି ଭାରତ ବିଜୟୀ ହୋଇଛି । ବ୍ୟାଟିଂ ପରେ ଭାରତର ଜବରଦସ୍ତ ବୋଲିଂ ଆଗରେ ଧରାଶାୟୀ ହୋଇଛି ୱେଷ୍ଟଇଣ୍ଡିଜ୍ ଟିମ୍ । ଦ୍ୱିତୀୟ ଇନିଂସରେ ମାତ୍ର ୧୩୦ ରନ୍‌ରେ ୱେଷ୍ଟଇଣ୍ଡିଜ୍ ଅଲ୍ ଆଉଟ୍ ହୋଇଛି । ଭାରତ ପକ୍ଷରୁ ଆର. ଅଶ୍ୱିନୀ ସର୍ବାଧିକ ୭ଟି ୱିକେଟ୍ ଅକ୍ତିଆର କରିଥିବା ବେଳେ ମୋଟ ୧୨ ଟି ୱିକେଟ୍ ହାସଲ କରିଛନ୍ତି ଆର. ଅଶ୍ୱିନୀ । ସେହିଭଳି ଦ୍ୱିତୀୟ ଇନିଂସରେ ରବୀନ୍ଦ୍ର ଜାଡେଜା ୩ଟି ୱିକେଟ୍ ନେଇଥିବା ବେଳେ ମୋଟ ପରେ ସେ ୫ଟି ୱିକେଟ୍ ହାସଲ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା