ଟ୍ରକ-ବାଇକ ମୁହାଁମୁହିଁ; ଘଟଣାସ୍ଥଳରେ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ

ସୋର (ବଡ଼ ଖବର ବ୍ୟୁରୋ): ଟ୍ରକ-ବାଇକ ମୁହାଁମୁହିଁ, ୨ ମୃତ । ବାଲେଶ୍ୱର ୧୬ନଂ ଜାତୀୟ ରାଜପଥ ତଳନଗରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ସୋର ମାଣତ୍ରୀ ଗାଁର ଅର୍ଜିତ ବେହେରା ଓ ଜଗନ୍ନାଥପୁର ଗାଁର ବଳରାମ ନାୟକ । ସୂଚନା ଅନୁସାରେ ସେମାନେ ରାତିରେ ତଳନଗରରୁ ଘରକୁ ଫେରୁଥିବା ସମୟରେ ଟ୍ରକ ସହ ଧକା ହୋଇଥିଲା ଘଟଣାସ୍ଥଳରେ ହିଁ ସେମାନଙ୍କର ମୃତ୍ୟୁ ହୋଇଛି । ସ୍ଥାନୀୟ ଲୋକେ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ସୋର ଡାକ୍ତରଖାନା କୁ ପଠାଇଥିଲେ। ସୋର ପୋଲିସ ଶବ ଜବତ କରି ବ୍ୟବଛେଦ ପାଇଁ ପଠାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ