Masthead

ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜିତ

ପୁରୀ(ବଡ଼ ଖବର ବ୍ୟୁରୋ): ପୁରୀ ଜିଲ୍ଲା ବ୍ରହ୍ମଗିରି ବ୍ଲକ ଚଣ୍ଡପଡା ଗ୍ରାମରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଚଣ୍ଡପଡା ଗ୍ରାମବାସୀଙ୍କ ସମେତ ଶତାଧିକ ଲୋକେ ସାମିଲ ହୋଇଥିବା ଦେଖିବାକୁ ମିଳିଛି ।

ଯୁବ ସମାଜସେବୀ ଇଁ.ସୁବାସ ପ୍ରଧାନଙ୍କ ଆହ୍ୱାନରେ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଚଣ୍ଡପଡା ଗ୍ରାମରେ ଏକ ଶୋଭାଯାତ୍ରା କରାଯାଇ ପରିବେଶର ସୁରକ୍ଷା ସମ୍ବନ୍ଧରେ ସଚେତନତା କରାଯିବା ସହ ଗ୍ରାମର ବିଭିନ୍ନ ସ୍ଥାନରେ ବୃକ୍ଷରୋପଣ କରାଯାଇଥିବା ଦେଖିବାକୁ ମିଳିଛି । ଏହି କାର୍ଯ୍ୟକ୍ରମରେ ଶତାଧିକ ଗ୍ରାମବାସୀ ଯୋଗ ଦେଇଥିବା ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ପବିତ୍ର ପଣା ସଂକ୍ରାନ୍ତି 🔴 ୪୫ ଡିଗ୍ରୀ ଛୁଇଁପାରେ ତାତି 🔴 ସାଲାରୀ ବଢାଇବାକୁ ଦାବି, ପୁଲିସ୍-ଶ୍ରମିକ ମୁହାଁମୁହିଁ 🔴 ହର୍ମୁଜ ଉପରେ ବଢିଲା ସଙ୍କଟ 🔴 ଆଜି ଖୋଲିବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର 🔴 ଗରମ, ଗୁଳୁଗୁଳିରୁ ନିସ୍ତାର ନାହିଁ 🔴 ଆଶା ଭୋସ୍‌ଲେଙ୍କ ପରଲୋକ 🔴 ଜାମ୍ମୁକାଶ୍ମୀରରେ ଭୂକମ୍ପ ଝଟକା  🔴 ବିଫଳ ହେଲା ଆଲୋଚନା, ଫେରିଗଲେ ଭାନ୍ସ 🔴 ତାତି ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ଆଜି ପବିତ୍ର ପଣା ସଂକ୍ରାନ୍ତି 🔴 ୪୫ ଡିଗ୍ରୀ ଛୁଇଁପାରେ ତାତି 🔴 ସାଲାରୀ ବଢାଇବାକୁ ଦାବି, ପୁଲିସ୍-ଶ୍ରମିକ ମୁହାଁମୁହିଁ 🔴 ହର୍ମୁଜ ଉପରେ ବଢିଲା ସଙ୍କଟ 🔴 ଆଜି ଖୋଲିବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର 🔴 ଗରମ, ଗୁଳୁଗୁଳିରୁ ନିସ୍ତାର ନାହିଁ 🔴 ଆଶା ଭୋସ୍‌ଲେଙ୍କ ପରଲୋକ 🔴 ଜାମ୍ମୁକାଶ୍ମୀରରେ ଭୂକମ୍ପ ଝଟକା  🔴 ବିଫଳ ହେଲା ଆଲୋଚନା, ଫେରିଗଲେ ଭାନ୍ସ 🔴 ତାତି ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ