Masthead

କଂଗ୍ରେସରୁ ନିଲମ୍ବିତ ହେଲେ ମହମ୍ମଦ ମୋକିମ ଓ ଚିରଞ୍ଜୀବ ବିଶ୍ୱାଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଂଗ୍ରେସରୁ ବିଦା ହେଲେ ମହମ୍ମଦ ମୋକିମ ଓ ଚିରଞ୍ଜୀବ । କଂଗ୍ରେସରୁ ନିଲମ୍ବିତ ହେଲେ କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ ଓ ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ । ଉଭୟଙ୍କୁ ନିଲମ୍ବନ କଲା ଏଆଇସିସି ଶୃଙ୍ଖଳା କମିଟି । ଦଳ ବିରୋଧୀ କାର୍ୟ୍ୟ ଅଭିଯୋଗ ପାଇଁ ଏଆଇସିସି କଲା ସସ୍ପେଣ୍ଡ । ଏନେଇ ଅଭିଯୋଗ କରିଥିଲେ ଦଳର ସଭାପତି ଶରତ ପଟ୍ଟନାୟକ । ଏନେଇ ଉଭୟଙ୍କ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଥିଲା । ତେବେ ସନ୍ତୋଷଜନକ ଉତ୍ତର ଦେଇ ନ ପାରିବାରୁ ଉଭୟଙ୍କୁ ନିଲମ୍ବିତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି