Masthead

ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା, ଆଜି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା । ଆସନ୍ତା ଦୁଇ ଦିନ ଭିତରେ ଉତର ଓଡ଼ିଶା ଓ ଏହାସହ ଲାଗି ରହିଥିବା ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଗତି କରିବ । ୧୮ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

ତେବେ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଓ ଆସନ୍ତାକାଲି ରାଜ୍ୟରେ ବର୍ଷା ଲାଗି ରହିବ । ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ୭ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ଼, ଝାରରସୁଗୁଡା,ବରଗଡ଼, ନୂଆପଡ଼ା, କଳାହାଣ୍ଡି, କେରାପୁଟ ଓ ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି