Masthead

୧୧ କେଭି ବିଦ୍ୟୁତ ତାର ଲାଗି ୫ କାଉଡ଼ିଆ ମୃତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବିଦ୍ୟୁତର ଆଘାତରେ ୫ କାଉଡିଆ ମୃତ । ଉତ୍ତରପ୍ରଦେଶ ମିରଟରେ ଘଟିଛି ଏଭଳି ଘଟଣା । ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୫ କାଉଡିଆଙ୍କ ମୃତ୍ୟୁ ହୋଇଛି । ଜଳଲାଗି ପାଇଁ ଗାଡ଼ିରେ ଯାଉଥିବା ବେଳେ ବିଦ୍ୟୁତ ତାର ଲାଗିଥିଲା । ହରିଦ୍ୱାରରୁ ଗଙ୍ଗା ନଦୀରୁ ପାଣି ନେଇ ଗାଡ଼ିରେ ଆସୁଥିଲେ। ସେମାନଙ୍କ ଗାଡ଼ି ରାଲି ଚୌହାନ ଗାଁ ଅତିକ୍ରମ କରୁଥିବା ବେଳେ ଏଭଳି ଅଭାବନୀୟ ଘଟଣା ଘଟିଛି । ବିଦ୍ୟୁତ୍ ଝଟକାରେ ମନୀଷ ନାମକ ଜଣେ କାଉଡ଼ିଆଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଆଉ ୪ ଜଣଙ୍କୁ ଡାକ୍ତରଖାନାରେ ମୃତ ଘୋଷଣା କରାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ