Masthead

ଦଳେଇଘାଇ ନିକଟରେ ୧୦ ଫୁଟର ଘାଇ; ଜଗତସିଂହପୁର-କଟକ ମୁଖ୍ୟ ରାସ୍ତାରେ ଆଣ୍ଠୁଏ ପାଣି

ଜଗତସିଂହପୁର(ବଡ଼ ଖବର ବ୍ୟୁରୋ): ଜଗତସିଂହପୁର ମାଛଗାଁ କେନାଲରେ ୨ଟି ଘାଇ ସୃଷ୍ଟି । ତାରିକୁନ୍ଦ ଓ ଦଳେଇ ଘାଇ ନିକଟରେ ମାଛଗାଁ କେନାଲ ବନ୍ଧରେ ୧୦ ଫୁଟ ଘାଇ ସୃଷ୍ଟି। ବ୍ୟାପକ ଅଞ୍ଚଳ ଜଳମଗ୍ନ । ଘାଇ ଯୋଗୁଁ କଟକ-ଜଗତସିଂହପୁର ଜାତୀୟ ରାଜପଥ ଉପରେ ଦୁଇ ଫୁଟ ଉଚ୍ଚର ପାଣି ପ୍ରବାହିତ । ତେଣୁ ଜାତୀୟ ରାଜପଥରେ ଯାତାୟତ ପ୍ରଭାବିତ ହୋଇଛି । କେନାଲ ପାଣି ଆଖାପାଖ ଗାଁରେ ପଶିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ