Masthead

ମହାରାଷ୍ଟ୍ର ରାଜନୀତିରେ ନୂଆ ଟ୍ୱିଷ୍ଟ; ଶରଦଙ୍କୁ ଭେଟିଲେ ଅଜିତ୍

ମହାରାଷ୍ଟ୍ର (ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ର ରାଜନୀତିରେ ପୁଣି ଟ୍ୱିଷ୍ଟ । ଶରଦ ପାୱାରଙ୍କୁ ଭେଟିଲେ ଅଜିତ୍ ପାୱାର । ଅଜିତ୍ ଗୋଷ୍ଠୀର ସବୁ ନେତା ଭେଟିଲେ । ୱାଇବି ଚୌହାନ ସେଣ୍ଟରରେ ହେଲା ସାକ୍ଷାତ । ସାକ୍ଷାତ ପରେ ପ୍ରଫୁଲ୍ଲ ପଟେଲଙ୍କ ପ୍ରତିକ୍ରିୟା । ଆମେ ଶରଦ ପାୱାରଙ୍କ ଆଶୀର୍ବାଦ ନେଲୁ । ଏନସିପି ଏକାଠି ରହୁବୋଲି ଅନୁରୋଧ କଲୁ । ଶରଦ କୌଣସି ପ୍ରତିକ୍ରିୟା ଦେଲେ ନାହିଁ । ଆମେ ତାଙ୍କୁ ନଜଣାଇ ଭେଟିବାକୁ ଆସିଥିଲୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ