Masthead

ଆଜିଠୁ ବନ୍ଦ ରହିବ ୟୁନିଟ-୨ ମାର୍କେଟ ବିଲ୍ଡିଂ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ୟୁନିଟ-୨ ମାର୍କେଟ ବିଲ୍ଡିଂ ବନ୍ଦ । ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ରହିବ ନିଷ୍ପତ୍ତି । ମାର୍କେଟ ବିଲ୍ଡିଂ ପରିସରରେ ଥିବା ସ୍ଥାୟୀ ଓ ଅସ୍ଥାୟୀ ବିବାଦର ସମାଧାନ ହୋଇପାରିନାହିଁ । ଦୀର୍ଘଦିନ ଧରି ସ୍ଥାୟୀ ଓ ଉଠା ଦୋକାନୀ ମଧ୍ୟରେ ବିବାଦ ଲାଗି ରହିଛି । ସମସ୍ୟା ସମାଧାନ ଲାଗି ସେଣ୍ଟ୍ରାଲ ମାର୍କେଟ ବ୍ୟବସାୟୀ ସଂଘ ପକ୍ଷରୁ ବିଏମସିକୁ ତିନି ଦିନ ସମୟ ଦିଆଯାଇଥିଲା । ପ୍ରତିଶ୍ରୁତି ମୁତାବକ, ଉଠାଦୋକାନୀମାନଙ୍କୁ ବିଏମସି ଉଠାଇପାରିନଥିବାରୁ ଆଜିଠୁ ମାର୍କେଟ ବିଲ୍ଡିଂ ବନ୍ଦ ରଖିଛି ବ୍ୟବସାୟୀ ସଂଘ । ସମସ୍ୟାର ସମାଧାନ ନହେବା ପର୍ୟ୍ୟନ୍ତ ମାର୍କେଟ ବନ୍ଦ ରହିବ ବୋଲି ସଂଘ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 🔴 ସୃଷ୍ଟି ହେଲା ଲଘୁଚାପ 🔴 ମାସେ ହେଲା ପୋଖରୀରେ ୧୬ ବର୍ଷୀୟ କିଶୋର 🔴 ଡିଜିପି ଚୟନ ସୁପ୍ରିମକୋର୍ଟରେ ମାମଲା 🔴 ବଢିଲା ଚାମେଲିଙ୍କ ପାଇଁ ଅଡୁଆ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ 🔴 ମାଟିରେ ମିଶିବ ୩୩୦ ଘର 🔴 କଲମ୍ବିଆ ଭୂମିକମ୍ପ, ମୃତ୍ୟୁସଂଖ୍ୟା ୧୩୨ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 🔴 ସୃଷ୍ଟି ହେଲା ଲଘୁଚାପ 🔴 ମାସେ ହେଲା ପୋଖରୀରେ ୧୬ ବର୍ଷୀୟ କିଶୋର 🔴 ଡିଜିପି ଚୟନ ସୁପ୍ରିମକୋର୍ଟରେ ମାମଲା 🔴 ବଢିଲା ଚାମେଲିଙ୍କ ପାଇଁ ଅଡୁଆ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ 🔴 ମାଟିରେ ମିଶିବ ୩୩୦ ଘର 🔴 କଲମ୍ବିଆ ଭୂମିକମ୍ପ, ମୃତ୍ୟୁସଂଖ୍ୟା ୧୩୨ 🔴 ଆସୁଛି ଆଉ ଏକ ଲଘୁଚାପ