Masthead

ଶ୍ରୀମନ୍ଦିର ହୁଣ୍ଡିରୁ ଟଙ୍କା ଚୋରି, ପିଅନ ଗିରଫ

ପୁରୀ(ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ହୁଣ୍ଡିରୁ ଚୋରି ହୋଇଛି ଟଙ୍କା । ପିଅନ ଗିରଫ । ଶ୍ରୀମନ୍ଦିର ସିଂହଦ୍ୱାର ଥାନା ନିକଟସ୍ଥ ଚୁଡଙ୍ଗସାହି ସୁଶାନ୍ତ ରାଉତରାୟ ଗିରଫ ହୋଇଛନ୍ତି ।

ସେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପିଅନ ଭାବେ କାର୍ଯ୍ୟ କରନ୍ତି । ଗାରଦା ଅଫିସ ନିକଟରେ ଗଣତି ବେଳେ ଚୋରି ହୋଇଥିବା ସନ୍ଦେହ କରାଯାଉଛି । ତେବେ ଘଟଣାର ଅଧିକ ତଦନ୍ତ ପାଇଁ ସୁଶାନ୍ତଙ୍କୁ ଗିରଫ କରି ପଚରାଉଚରା କରୁଛି ସିଂହଦ୍ୱାରା ଥାନା ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା