Masthead

ୟୁନିଟ୍‌-୯ ବାଳିକା ହାଇସ୍କୁଲ ମିଶ୍ରଣ ପ୍ରତିବାଦରେ ଛାତ୍ରୀଙ୍କ ଧାରଣା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୟୁନିଟ୍‌-୯ ବାଳିକା ହାଇସ୍କୁଲ ମିଶ୍ରଣ ପ୍ରତିବାଦରେ ଛାତ୍ରୀଙ୍କ ଧାରଣା । ସରକାରଙ୍କ ନିଷ୍ପତ୍ତିକୁ ବିରୋଧ କରି ବିଦ୍ୟାଳୟ ଗେଟରେ ତାଲା ପକାଇ ଧାରଣାରେ ବସିଛନ୍ତି ଛାତ୍ରୀ ଓ ଅଭିଭାବକ । ୫୭ ବର୍ଷ ଧରି ନାରୀଶିକ୍ଷାର ପ୍ରାଣକେନ୍ଦ୍ର ପାଲଟିଥିବା ଏହି ହାଇସ୍କୁଲ ୟୁନିଟ୍ -୯ ହାଇସ୍କୁଲ ସହ ମିଶ୍ରଣ ହେବା ଦ୍ୱାରା ଛାତ୍ରୀମାନଙ୍କ ପାଠପଢ଼ା ପ୍ରଭାବିତ ହେବ ବୋଲି ଅଭିଭାବକ ଅଭିଯୋଗ କରିଛନ୍ତି ।

ବାଳିକା ହାଇସ୍କୁଲ ୟୁନିଟ୍ -୯ ହାଇସ୍କୁଲରେ ମିଶ୍ରଣ ହେଲେ ଛାତ୍ରୀମାନଙ୍କ ପାଠପଢ଼ା ପ୍ରଭାବିତ ହେବ ବୋଲି କହିଛନ୍ତି ଅଭିଭାବକ । ରମାଦେବୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ଜମି ଦେବାକୁ ଯାଇ ରାଜ୍ୟ ସରକାର ଏଭଳି ଏକ ପୁରାତନ ଶିକ୍ଷାନୁଷ୍ଠାନର ସତା ହଜାଇଦେବା ନିଷ୍ପତ୍ତିକୁ ଅଭିଭାବକ ଓ ଛାତ୍ରୀ ବିରୋଧ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ