Masthead

ସଫଳତାର ସହ ଦ୍ୱିତୀୟ କକ୍ଷପଥରେ ପ୍ରବେଶ କଲା ଚନ୍ଦ୍ରୟାନ-୩

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦ୍ୱିତୀୟ କକ୍ଷପଥରେ ପ୍ରବେଶ କଲା ଚନ୍ଦ୍ରୟାନ-୩ । ସଫଳତାର ସହ ଦ୍ୱିତୀୟ କକ୍ଷପଥରେ ପହଞ୍ଚିଲା ଚନ୍ଦ୍ରୟାନ । ସଫଳତାର ସହ ଚନ୍ଦ୍ରୟାନ ପ୍ରବେଶ ନେଇ ଇସ୍ରୋ ପକ୍ଷରୁ ସୂଚନା ମିଳିଛି ।

ସୂଚନା ଅନୁସାରେ ଜୁଲାଇ୧୪ ତାରିଖ ଦିନ ୨.୩୫ ମିନିଟରେ ଆନ୍ଧ୍ରପ୍ରଦେଶର ଶ୍ରୀହରି କୋଟାରୁ ସଫଳତାର ସହ ଚନ୍ଦ୍ରୟାନ-୩ର ଉତକ୍ଷେପଣ ହୋଇଥିଲା । ଉତକ୍ଷେପଣ ପରେ ଏହାର ଗତିବିଧି ଉପରେ ନଜର ରଖିଥିଲେ ଇସ୍ରୋ ବୈଜ୍ଞାନିକ । ଏବଂ ଆଜି ଏହା ଚନ୍ଦ୍ରର ଦ୍ୱିତୀୟ କକ୍ଷପଥରେ ପ୍ରବେଶ କରିଛି ବୋଲି ଇସ୍ରୋ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ