Masthead

ଆଖଣ୍ଡଳମଣିରେ ଲାଗିଛି କାଉଡିଆ ଭକ୍ତଙ୍କ ଭିଡ

ଭଦ୍ରକ(ବଡ଼ ଖବର ବ୍ୟୁରୋ): ଶ୍ରାବଣ ମାସର ଦ୍ୱିତୀୟ ସୋମବାରରେ ଭଦ୍ରକ ଆଖଣ୍ଡଳମଣି ପୀଠରେ ଲାଗିରହିଛି ହଜାର ହଜାର କାଉଡିଆଙ୍କ ଗହଳି । ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା କାଉଡିଆମାନଙ୍କ ଭିଡ ଜମିଛି । ଆଜି ଭୋରରୁ ରୀତିନୀତି ଅନୁଯାୟୀ ପହଡ ଖୋଲିବା ପରେ ମଙ୍ଗଳ ଆଳତୀ, ମହାସ୍ନାନ ଓ ଘର୍ଷଣ ଲାଗି ସରିବା ପରେ କାଉଡିଆ ଭକ୍ତମାନେ ସ୍ୱତନ୍ତ୍ର ବ୍ୟାରିକେଡରେ ଯାଇ ବାବାଙ୍କୁ ଦର୍ଶନ କରୁଛନ୍ତି ।

ଏଥିପାଇଁ ଜିଲ୍ଲା ଓ ମନ୍ଦିର ପ୍ରଶାସନ ପକ୍ଷରୁ ପୀଠରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ବିଶେଷକରି ଜଳ ପଥରେ ଆସୁଥିବା କାଉଡିଆଙ୍କ ସୁରକ୍ଷିତ ଯାତାୟତ ପାଇଁ ଅଧିକ ସଂଖ୍ୟକ ମଟର ଚାଳିତ ଡଙ୍ଗା ନିୟୋଜିତ କରାଯାଇଥିବା ବେଳେ ନଦୀର ଉଭୟ ପାଶ୍ୱର୍ରେ ଅଗ୍ନିଶମ ବାହିନୀ ଓ ଓଡ୍ରାଫ ଟିମ୍ ମୁତୟନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ