Masthead

ଆସନ୍ତାକାଲିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ । ସୃଷ୍ଟି ହେବ ଆଉ ଏକ ଘୂର୍ଣ୍ଣିବଳୟ । ଆସନ୍ତାକାଲି ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଏହା ଲଘୁଚାପର ରୂପ ନେଇପାରେ ।

ଏହା ପ୍ରଭାବରେ ଆସନ୍ତା ୨୨ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ । ଉପକୂଳ ଓ ପଶ୍ଚିମ ଓଡିଶାରେ ପ୍ରବଳ ବର୍ଷା ହେବା ସହ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବନୁମାନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା