Masthead

ଆଉ ନାହାନ୍ତି କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମେନ ଚାଣ୍ଡି

କେରଳ(ବଡ଼ ଖବର ବ୍ୟୁରୋ):ବେଙ୍ଗାଲୁରୁରେ ଚିକିତ୍ସାଧୀନ ଅବସ୍ଥାରେ ୭୯ବର୍ଷ ବୟସରେ କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା  ଓମେନ  ଚାଣ୍ଡିଙ୍କର ଦେହାନ୍ତ ହୋଇଛି ।

ଓମେନ ଚାଣ୍ଡିଙ୍କ ବିୟୋଗ ନେଇ ତାଙ୍କ ପୁଅ ସମାଜିକ ଗଣମାଧ୍ୟମରେ ପୋଷ୍ଟ କରି ସୂଚନା ଦେଇଛନ୍ତି । ଦୀର୍ଘଦିନଧରି ଅସୁସ୍ଥ ଥିଲେ ଓମେନ ଚାଣ୍ଡି । ଗତ ଅକ୍ଟୋବର ମାସରେ ସେ ବର୍ଲିନର ଚାରିଟି ହସ୍ପିଟାଲରେ ଚିକିତ୍ସିତ ହୋଇଥିଲେ । ରବିବାର ସ୍ୱାସ୍ଥ୍ୟବସ୍ଥା ବିଗିଡିବାରୁ ତାଙ୍କୁ ଏୟାରଲିଫ୍ଟ କରିଯାଇଥିଲା ଆଜି ତାଙ୍କର ଦେହାନ୍ତ ହୋଇଛି ।

ଓମେନ ଚାଣ୍ଡିଙ୍କ ବିୟୋଗରେ ରାହୁଲ ଗାନ୍ଧି, କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନଖଡ୍ଡଗେ, କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ ବିଜାୟାନ ଗଭୀର ଶୋକ ପ୍ରକାଶ କରିଛନ୍ତି । ଚାଣ୍ଡିଙ୍କ ବିୟୋଗକୁ ନେଇ କେରଳ ସରକାର ଦୁଇଦିନିଆ ରାଷ୍ଟ୍ରୀୟ ଶୋକ ପାଳନ ନେଇ ଘୋଷଣା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ