Masthead

ସ୍ତ୍ରୀ କୁ ହତ୍ୟା କଲା ସ୍ୱାମୀ

ବାଲେଶ୍ୱର( ବଡ଼ ଖବର ବ୍ୟୁରୋ ) ପାରିବାରିକ କଳହରୁ ଘଟିଲା ଅଘଟଣ । ସ୍ୱାମୀର ଟାଙ୍ଗିଆ ଚୋଟରେ ଗଲା ସ୍ତ୍ରୀ ର ଜୀବନ । ଏପରି ଘଟଣା ଘଟିଛି ବାଲେଶ୍ୱର ଜିଲ୍ଳା ଜଳେଶ୍ୱର ଥାନା ଅର୍ନ୍ତଗତ ଚାଲନ୍ତି ଗାଁରେ । ମୃତ ମହିଳା ଜଣଙ୍କ ହେଲେ ଲିଲି ଦଣ୍ଡପାତ । ଗତକାଲି କୌଣସି ଏକ କଥାକୁ ନେଇ ଲିଲି ଓ ଅର୍ଜୁନଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା । ପରେ ଏହି ଘଟଣା ଉଗ୍ରରୂପ ନେଇଥିଲା । ପରେ ଅର୍ଜୁନ ରାଗିଯାଇ ଏକ ଧାରୁଆ ଅସ୍ତ୍ର ଆଣି ଲିଲିଙ୍କୁ ହାଣି ଦେଇଥିଲେ । ରକ୍ତ ଜୁଡୁବୁଡୁ ଅବସ୍ଥାରେ ପରିବାର ଲୋକେ ଲିଲିଙ୍କୁ ନେଇ ଡାକ୍ତରଖାନାରେ ଭର୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଅଭିଯୁକ୍ତଙ୍କୁ ପୋଲିସ ଥାନାରେ ଅଟକ ରଖି ତଦନ୍ତ ଜରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼