Masthead

ଜିଲ୍ଳା ମାନ୍ୟତା ଦାବି ନେଇ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ

ବନଗାମୁଣ୍ଡା( (ବଡ଼ ଖବର ବ୍ୟୁରୋ): ) କଣ୍ଟାବାଞ୍ଜି କୁ ଜିଲ୍ଲା ମାନ୍ୟତା ଦାବି ନେଇ ସକାଳ ୬ରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛନ୍ତି କଣ୍ଟା ବାଞ୍ଜି ଜିଲ୍ଲା ସଂଘର୍ଷ ସମିତି । ସକାଳୁ ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର ,ସ୍କୁଲ, କଲେଜ, ସରକାରର କାର୍ଯ୍ୟାଳୟ ବନ୍ଦ ରହିଛି । ଗାଡି ମୋଟର ଚଳାଚଳ ମଧ୍ୟ ବନ୍ଦ ରହିଛି ।

ଏଥିରେ ୨୦ରୁ ଅଧିକ ସଙ୍ଗଠନ ସାମିଲ ହୋଇଛନ୍ତି । ପ୍ରବଳ ବର୍ଷା ହେଉଥିଲେ ମଧ୍ୟ ସ୍ଥାନୀୟ ଇନ୍ଦିରା ଛକ ନିକଟରେ ଜିଲ୍ଳା ସଂଘର୍ଷ ସମିତିର କର୍ମକର୍ତାମାନେ ରାସ୍ତା ଉପରେ ବିକ୍ଷୋଭ କରୁଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା