Masthead

ଭୁଶୁଡ଼ିଲା ଛାତ, ଗୋଟିଏ ପରିବାରର ୪ ମୃତ

ଉତ୍ତରପ୍ରଦେଶ (ବଡ଼ ଖବର ବ୍ୟୁରୋ): ଭୁଶୁଡ଼ିଲା ଛାତ । ଗୋଟିଏ ପରିବାରର ୪ ମୃତ । ଉତ୍ତରପ୍ରଦେଶରେ ଘଟିଛି ଏହି ଅଭାବନୀୟ ଘଟଣା । । ଦିନକ ପୂର୍ବରୁ ହୋଇଥିଲା ଛାତ ଗ୍ରୀଡିଙ୍ଗ । ଘଟଣାସ୍ଥଳରେ ଉଦ୍ଧାର କାର୍ୟ୍ୟ ଜାରି ରହିଛି। ସୂଚନାନୁସାରେ, ବୁଲନ୍ଦଶାହର ଜିଲାର ନରସେନା ପୋଲିସ ଷ୍ଟେସନ ଅଧୀନରେ ଥିବା ମାୱାଇ ଗ୍ରାମରେ ବିଳମ୍ବିତ ରାତିରେ ଘରର ଛାତ ଭୁଶୁଡି ପଡିଛି। ପରିବାର ସଦସ୍ୟଙ୍କୁ ଭଗ୍ନାବଶେଷ ତଳେ ପୋତି ହୋଇଯାଇଥିଲେ।

ଯେଉଁଥିରୁ ଚାରି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇଜଣଙ୍କୁ ଗୁରୁତର ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଉଭୟଙ୍କ ଅବସ୍ଥା ଗୁରୁତର ରହିଛି। ସେପଟେ ଘଟଣାକୁ ନେଇ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ଆଦିତ୍ୟନାଥ । ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିବା ସହ ଘରର ମରାମତି ପାଇଁ ସହାୟତା ରାଶି ପ୍ରଦାନ କରିବା ପାଇଁ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା